Matthew 1:20
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।
Matthew 4:9
ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।
Matthew 6:32
ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
Matthew 6:33
ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।
Matthew 9:18
ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।
Matthew 10:2
ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।
Matthew 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
Matthew 13:34
ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।
Matthew 13:51
ଯୀଶୁ ନିଜ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?
Matthew 13:56
ତାର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠା ରେ ଅଛନ୍ତି। ତବେେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?
Occurences : 247
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்