No lexicon data found for Strong's number: 5292

2 Corinthians 9:13
ତୁମ୍ଭମାନଙ୍କର ଏହି ସବୋ ତୁମ୍ଭମାନଙ୍କର ବିଶ୍ବାସର ପ୍ରମାଣ ଅଟେ। ଏହା ଦ୍ବାରା ଲୋକେ ପରମେଶ୍ବରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭମାନେେ ଯେ କବଳେ ବିଶ୍ବାସକୁ ସ୍ବୀକାର କରୁଛ ତା ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ଯବହାରିକ ସୁସମାଚାରକୁ ଅନୁସରଣ କରୁଛ। ତୁମ୍ଭମାନେେ ସମାନଙ୍କେ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ବରଙ୍କ ପ୍ରଶଂସା କରିବେ।

Galatians 2:5
କିନ୍ତୁସସହି ଭଣ୍ଡ ଭାଇମାଲନ ଯାହା କରିବାକୁ ଚାହୁଁଥିଲଲ,ସସଥିସର ଆମ୍ଲଭସକୗଣସି ମଲତ ସମ୍ମତସହଲୁ ନାହିଁ। ଆମ୍ଲଭ ଇଚ୍ଛା କଲୁସଯ, ତୁମ୍ଭମାନଙ୍କ ଭିତସର ସୁସମାଚାର ସତ୍ଯ ରହିଥାଉ।

1 Timothy 2:11
ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।

1 Timothy 3:4
ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்