Luke 11:36
ଯଦି ତୁମ୍ଭର ସମଗ୍ର ଶରୀର ଆଲୋକରେ ପରିପୂର୍ଣ୍ଣ ଏବଂ ଏହାର କୌଣସି ଅଂଶ ଅନ୍ଧକାରମୟ ନୁହେଁ, ତାହା ହେଲ ଏହା ଆଲୋକରେ ପୂର୍ଣ୍ଣ ରହିବ। ତାହା ତୁମ୍ଭ ଉପରେ ଝଟକୁ ଥିବା ପ୍ରଦୀପ ପରି ହବେ।
John 1:9
ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
1 Corinthians 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
Ephesians 1:18
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।
Ephesians 3:9
ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।
2 Timothy 1:10
ସହେି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ୟ୍ଯନ୍ତ ଆମ୍ଭକୁ ଦଖାଯାେଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠା ରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ଯୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦଖାଇେଲେ। ସୁସମାଚାର ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦଖାଇେଲେ।
Hebrews 6:4
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।
Hebrews 10:32
ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।
Revelation 18:1
ତା'ପରେ ମୁଁ ସ୍ବର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସହେି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀ ରେ ପ୍ରକାଶିତ ହେଲା।
Revelation 21:23
ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்