1 Corinthians 5:3
ମୁଁ ସ୍ବଶରୀର ରେ ତୁମ୍ଭମାନଙ୍କ ପାଖ ରେ ନାହିଁ କିନ୍ତୁ ଆତ୍ମା ରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଚାର କରିଥାଆନ୍ତି, ସପରେି ମୁଁ ବିଚାର କରି ସାରିଛି।
2 Corinthians 10:1
ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।
2 Corinthians 10:11
ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ : ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ର ରେ ଲେଖିଛୁ। କିନ୍ତୁ ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ୟିବୁ ଆମ୍ଭେ ଦଖାଇେ ଦବେୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସହେି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।
2 Corinthians 13:2
ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।
2 Corinthians 13:10
ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
Philippians 1:27
ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।
Colossians 2:5
ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்