No lexicon data found for Strong's number: 5592
John 18:18
ଶୀତ ହେଉଥିଲା। ଦାସ ଓ ପ୍ରହରୀମାନେ ନିଆଁ ଜାଳିଥିଲେ। ସମାନେେ ନିଆଁ ଚାରିପଟେ ଠିଆ ହାଇେ ଦହକେୁ ସକେୁଥିଲେ। ପିତର ମଧ୍ଯ ସଠାେରେ ସମାନଙ୍କେ ସହିତ ଠିଆ ହାଇେଥିଲେ।
Acts 28:2
ବହୁତ ଥଣ୍ଡା ଲାଗୁଥିଲା, ଦ୍ବୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦଖାଇେଲେ। ସମାନେେ ଆମ୍ଭପାଇଁ ନିଆଁ ଜଳଇେ ଆମ୍ଭକୁ ସ୍ବାଗତ କଲେ।
2 Corinthians 11:27
ମୁଁ କଠାେର ପରିଶ୍ରମ କରି କ୍ଲାନ୍ତିପୂର୍ଣ୍ଣ ଜୀବନ ଯାପନ କରିଛି। ଅନକେ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ଯ ଦଇେ ଗତି କରିଛି। ଅନକେ ଥର ମାେ ପାଖ ରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡା ରେ ମୁଁ ରହିଛି।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்