No lexicon data found for Strong's number: 596

Matthew 3:12
ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

Matthew 6:26
ଆକାଶର ପକ୍ଷୀମାନଙ୍କୁ ଦେଖ ସମାନେେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ। ଅମାର ରେ ଖାଦ୍ୟ ଶସ୍ଯ ବି ଜମଇେ ରଖନ୍ତି ନାହିଁ। ତଥାପି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ସମାନଙ୍କେୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣଛ ଯେ ତୁମ୍ଭମାନେେ ସମାନଙ୍କେ ଅପେକ୍ଷା ଅଧିକ ଶ୍ ରେଷ୍ଠ ଅଟ?

Matthew 13:30
ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'

Luke 3:17
ତାହାଙ୍କ ହାତ ରେ ଖଳା ସଫା କରିବାର କୁଲା ଅଛି। ସେଥି ରେ ସେ ଶସ୍ଯକୁ ଅଗାଡି ଠାରୁ ଅଲଗା କରି ଦବେେ। ସେ ଭଲ ଶସ୍ଯତକ ସଂଗ୍ରହ କରି ଅମାର ରେ ନଇେ ରଖିବେ। ତା'ପରେ ଅଗାଡି ଓ ଦରକାରୀ ଅନାବନା ଜିନିଷଗୁଡିକୁ ଚିରକାଳ ଜଳୁଥିବା ନିଆଁ ରେ ପୋଡି଼ ଦବେେ।

Luke 12:18
ତା'ପରେ ସେ କହିଲା, ଠିକ୍ ଅଛି। କ'ଣ କରିବାକୁ ହବେ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡିକ ଭାଙ୍ଗି ଦଇେ ବଡବଡ ଅମାର ତିଆରି କରିବା ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କ ରେ ରଖି ଦବେି।

Luke 12:24
ପକ୍ଷୀଗୁଡିକୁ ଦେଖ। ସମାନେେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖ ରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ବର ସମାନଙ୍କେୁ ଖାଇବାକୁ ଦଇେଥାନ୍ତି। ତୁମ୍ଭମାନେେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ଯବାନ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்