Matthew 7:15
ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।
Luke 18:11
ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।
1 Corinthians 5:10
କିନ୍ତୁ ମାରେ କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭମାନେେ ସଂପର୍କ କାଟି ଦବେ। ଜଗତର ସହେି ଲୋକମାନେ ୟୌନଗତ ପାପ କରନ୍ତି, ଯେଉଁମାନେ ସ୍ବାର୍ଥପର ସମାନେେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହବେ, ଏହି ସଂସାରରୁ ଆମ୍ଭକୁ ବାହାରି ୟିବାକୁ ପଡ଼ିବ।
1 Corinthians 5:11
ମାରେ ଲେଖିବାର ଅର୍ଥ ଥିଲା, ଯେ ଯେଉଁଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘାଷେଣା କରି ଏବେ ମଧ୍ଯ ୟୌନଗତ ପାପ କରୁଛି କିଅବା ସ୍ବାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁ ହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସହେିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ଯ ଗ୍ରହଣ କର ନାହିଁ।
1 Corinthians 6:10
ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்