Luke 3:38
କନୋନ ଏନୋଶଙ୍କୁ ପୁତ୍ର।
Romans 5:14
କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।

1 Corinthians 15:22
ଆଦମ ଯୋଗୁ ସମସ୍ତ ଲୋକ ମୃତ୍ଯୁ ଭୋଗ କରନ୍ତି, ସହେି ଭଳି ଖ୍ରୀଷ୍ଟଙ୍କ ୟୋଗୁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହବେେ।
1 Corinthians 15:45
ଶାସ୍ତ୍ର ରେ ଲଖାେ ଅଛି : ପ୍ରଥମ ମନୁଷ୍ଯ (ଆଦମ) ସଜୀବ ପ୍ରାଣୀ, କିନ୍ତୁ ଶଷେ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।
1 Corinthians 15:45
ଶାସ୍ତ୍ର ରେ ଲଖାେ ଅଛି : ପ୍ରଥମ ମନୁଷ୍ଯ (ଆଦମ) ସଜୀବ ପ୍ରାଣୀ, କିନ୍ତୁ ଶଷେ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।
1 Timothy 2:13
କାରଣ ଆଦମ ପ୍ରଥମ ରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ।
1 Timothy 2:14
ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହାଇେଥିଲା। ଏବଂ ସେ ଜଣେ ପାପିନୀ ହାଇେଥିଲା।
Jude 1:14
ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।
Occurences : 9
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்