No lexicon data found for Strong's number: 916

Matthew 26:43
ତା'ପରେ ସେ ଫରେିଆସି ପୁଣି ଶିଷ୍ଯମାନଙ୍କୁ ଶୋଇଥିବାର ଦେଖିଲେ। ସମାନଙ୍କେ ଆଖି ବହୁତ ଭାରି ହାଇେ ଯାଇଥିଲା। ସମାନେେ ସମାନଙ୍କେର ଆଖି ଖାଲିେ ପାରୁ ନଥିଲେ।

Mark 14:40
ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ପୁଣି ଫରେି ଆସିଲେ ଓ ଦେଖିଲେ ଯେ, ସମାନେେ ପୁଣି ଶାଇେ ପଡିଛନ୍ତି। ସମାନଙ୍କେ ଆଖି ନିଦ ରେ ମାଡି ପଡୁଥିଲା। ଶିଷ୍ଯମାନେ ଜାଣି ପାରୁ ନଥିଲେ ଯେ, ସମାନେେ ଯୀଶୁଙ୍କୁ କ'ଣ ଉତ୍ତର ଦବେେ।

Luke 9:32
ସେତବେେଳେ ପିତର ଓ ଅନ୍ୟମାନେ ଶାଇେ ପଡିଥିଲେ। କିନ୍ତୁ ସମାନେେ ଉଠି ପଡିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହାଇେଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ଯ ସମାନେେ ଦେଖିଲେ:

2 Corinthians 1:8
ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।

2 Corinthians 5:4
ଏହି ଶରୀରରୂପ ତମ୍ବୁ ରେ ରହିଲା ବେଳେ ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ଅଭି ଯୋଗ କରୁ। ମାରେ କହିବା ଅର୍ଥ ନୁହେଁ ଯେ, ଆମ୍ଭେ ଏହି ତମ୍ବୁକୁ ଦୂର କରି ଦବୋ ପାଇଁ ଚାହୁଁ। କିନ୍ତୁ ଆମ୍ଭେ ସ୍ବର୍ଗୀୟ ଘର ଦ୍ବାରା ଆଚ୍ଛାଦିତ ହବୋକୁ ଇଚ୍ଛା କରୁ। ତା' ହେଲେ ଯାଇ ଏହି ମର ଶରୀର ସମ୍ପୂର୍ଣ୍ଣ ଭାବେ ଜୀବନ ଦ୍ବାରା ଘାଡ଼ୋଇ ହାଇେ ପାରିବ।

1 Timothy 5:16
ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்