Base Word
בׇּשְׂמַת
Short DefinitionBosmath, the name of a wife of Esau, and of a daughter of Solomon
Long DefinitionHittite wife of Esau, daughter of Ishmael, sister of Nebaioth
Derivationfeminine of H1314 (the second form); fragrance
International Phonetic Alphabetboɬˈmɑt̪
IPA modbosˈmɑt
Syllablebośmat
Dictionbose-MAHT
Diction Modbose-MAHT
UsageBashemath, Basmath
Part of speechn-pr-f

Genesis 26:34
ଏହାପରେ ଏଷୌ ଚାଳିଷ ବର୍ଷ ବଯସ ରେ ହିତ୍ତୀଯ ବରେିର ୟିହୁଦୀତ୍ ନାମ୍ନୀ କନ୍ଯାକୁ ଓ ହିତ୍ତୀଯ ଏଲୋନର ବାସମତ୍ ନାମ୍ନୀ କନ୍ଯାକୁ ବିବାହ କଲେ।

Genesis 36:3
ନବାଯୋତର ଭଉଣୀ, ଇଶ୍ମାଯଲେ କନ୍ଯା ବାସମତକୁ ବିବାହ କରିଥିଲେ।

Genesis 36:4
ଏହାପରେ ଏଷୌର ଔରସ ରେ ଆଦା ଇଲୀଫସକୁ ଓ ବାସମତ୍ ରୂଯଲକେୁ ଜନ୍ମ କଲେ।

Genesis 36:10
ଏଷୌର ଆଦା ନାମ୍ନୀ ସ୍ତ୍ରୀର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ସ୍ତ୍ରୀର ପୁତ୍ର ରୁଯଲେ।

Genesis 36:13
ଏହିମାନେ ରୁଯଲରେ ପୁତ୍ର ଥିଲେ, ନହତ୍, ସରହେ, ଶମ୍ମ ଓ ମିସା।

Genesis 36:17
ଏଷୌର ପୁତ୍ର ରୂଯଲରେ ସନ୍ତାନ ମୂଖ୍ଯ ନହତ୍ ଓ ମୂଖ୍ଯ ସରହେ, ମୂଖ୍ଯ ଶମ୍ମ ଓ ମୂଖ୍ଯ ମିସା।

1 Kings 4:15
ନପ୍ତାଲି ରେ ଅହୀମାସ୍ ଶାସକ ଥିଲେ ୟିଏ କି ଶଲୋମନଙ୍କର କନ୍ଯା ବାସମତ୍କୁ ବିବାହ କରିଥିଲା।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்