Base Word
גְּדִי
Short Definitiona young goat (from browsing)
Long Definitionkid, young male goat
Derivationfrom the same as H1415
International Phonetic Alphabetɡɛ̆ˈd̪ɪi̯
IPA modɡɛ̆ˈdiː
Syllablegĕdî
Dictionɡeh-DEE
Diction Modɡeh-DEE
Usagekid
Part of speechn-m

Genesis 27:9
ଆମ୍ଭର ଗୋଠରୁ ଦୁଇଟି ୟୁବା ଛଳେି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦବେି।

Genesis 27:16
ରିବିକା ଛଳେି ଚମଡ଼ା ଆଣି ଯାକୁବର ହାତ ରେ ଏବଂ ତାଙ୍କ ଗଳାଦେଶ ରେ ଗୁଡ଼ାଇ ଦଲୋ।

Genesis 38:17
ଯିହୁଦା ଉତ୍ତର ଦଲୋ, ମୁଁ ମାରେ ପଲ ମଧ୍ଯରୁ ଏକ ୟୁବା ଛଳେି ପଠାଇ ଦବେି।

Genesis 38:20
ଏହାପରେ ଯିହୁଦା ସହେି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ଯ ନବୋ ପାଇଁ ଆପଣା ଅଦୁଲ୍ଲମୀଯ ବନ୍ଧୁ ଦ୍ବାରା ଛଳେିଛୁଆ ଦଇେ ପଠାଇଲା। ମାତ୍ର ସେ ତା'ର ଦଖାେ ପାଇଲା ନାହିଁ।

Genesis 38:23
ତେଣୁ ଯିହୁଦା କହିଲା, ସେ ଯେଉଁ ଜିନିଷ ରଖିଛି ତାହା ସେ ରଖୁ। ଆମ୍ଭେ କାହିଁକି ଲଜ୍ଜ୍ଯାସ୍ପଦ ହବୋ। ଆମ୍ଭେ ଚାହିଁ ଥିଲୁ ତାକୁ ଏକ ଛଳେି ଛୁଆ ଦବୋପାଇଁ କିନ୍ତୁ ତାକୁ ପାଇଲୁ ନାହିଁ। ଏତିକି ୟଥେଷ୍ଟ।

Exodus 23:19
ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।

Exodus 34:26
ତୁମ୍ଭମାନଙ୍କର ପ୍ରଥମ ଶସ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସହେି ସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଗୃହକୁ ଆଣିବେ।

Deuteronomy 14:21
ଆପେ ଆପେ ମରିୟାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷଣ କରିବ ନାହିଁ। ତୁମ୍ଭମାନେେ ଏହାକକ୍ସ୍ଟ ବିଦେଶୀମାନଙ୍କୁ ଭୋଜନ ପାଇଁ ଦଇପୋର, କିଅବା ବିଦେଶୀକକ୍ସ୍ଟ ତାହା ବିକ୍ରଯ କରିପାର। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ।

Judges 6:19
ତେଣୁ ଗିଦ୍ଦିୟୋନ ଭିତରକକ୍ସ୍ଟ ୟାଇ ଏକ ଛାଗବତ୍ସକକ୍ସ୍ଟ ରାନ୍ଧିଲା। ଏକ କୋଡିଏ ପାଉଣ୍ତ ମଇଦାର ତାଡୀଶୂନ୍ଯ ରୋଟୀ ପ୍ରସ୍ତକ୍ସ୍ଟତ କଲେ, ଗିଦ୍ଦିୟୋନ ମାଂସକକ୍ସ୍ଟ ଗୋଟିଏ ଝକ୍ସ୍ଟଡି ରେ ଓ ଝୋଳକକ୍ସ୍ଟ ଅନ୍ୟ ପାତ୍ର ରେ ରଖିଲେ, ଏହିଗକ୍ସ୍ଟଡିକ ଆଣି ଆଲୋନ୍ ବୃକ୍ଷ ନିକଟରେ ରଖିଥିଲେ।

Judges 13:15
ଏହାପରେ ମ ନୋହ ସଦାପ୍ରଭୁଙ୍କ ଦୂତଙ୍କକ୍ସ୍ଟ କହିଲେ, ବିନଯ କରୁଅଛକ୍ସ୍ଟ, ଆପଣ ଆମ୍ଭ ସହିତ କିଛି ସମୟ ରହନ୍ତକ୍ସ୍ଟ। ଆମ୍ଭେ ଆପଣଙ୍କ ପାଇଁ ଏକ ୟକ୍ସ୍ଟବାଛଳେି ପ୍ରସ୍ତକ୍ସ୍ଟତ କରିବକ୍ସ୍ଟ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்