Base Word
יְקָר
Short Definitionvalue, i.e., (concretely) wealth; abstractly, costliness, dignity
Long Definitionhonor, esteem
Derivationcorresponding to H3366
International Phonetic Alphabetjɛ̆ˈk’ɔːr
IPA modjɛ̆ˈkɑːʁ
Syllableyĕqār
Dictionyeh-KAWR
Diction Modyeh-KAHR
Usageglory, honour
Part of speechn-m

Daniel 2:6
ଆଉ ଯବେେ ତୁମ୍ଭମାନେେ ସ୍ବପ୍ନ ଓ ତାହାର ଅର୍ଥ ପ୍ରକାଶ କର, ତବେେ ତୁମ୍ଭମାନେେ ମାଠାରୁେ ଉପହାର, ପୁରସ୍କାର ଓ ସମ୍ମାନ ପାଇବ। ଏଣୁ ସହେି ସ୍ବପ୍ନ ଓ ତାହାର ଅର୍ଥ ମାେତେ କୁହ।

Daniel 2:37
ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।

Daniel 4:30
ମୁଁ ମାରେପ୍ରତାପ ରେ ଏହି ମହାନ୍ ନଗର ନିର୍ମାଣ କରିଛି ଓ ମାରେ ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କଡେେ ମହାନ୍।

Daniel 4:36
ଆଉ ସହେି ସମୟରେ ପରମେଶ୍ବର ମାରେ ଉତ୍ତମ ବୁଦ୍ଧି ମାେତେ ଫରୋଇ ଦେଲେ। ମାେ ରାଜ୍ଯର ଗୌରବ ନିମନ୍ତେ ମାରେ ତଜେ ଓ ପ୍ରତାପ ମାେ ପାଖକୁ ଫରେି ଆସିଲା। ମାରେ ମନ୍ତ୍ରୀ ଓ ଅମାତ୍ଯମାନେ ପୁନର୍ବାର ମାରେ ପରାମର୍ଶ ଲୋଡିଲେ। ମୁଁ ପୁନର୍ବାର ରାଜା ହଲିେ ଓ ମାରେ ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।

Daniel 5:18
ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।

Daniel 5:20
କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।

Daniel 7:14
ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்