Base Word
אַלְגּוּמִּים
Short Definitionsticks of algum wood
Long Definitiona tree (from Lebanon), algum trees
Derivationby transposition for H0484
International Phonetic Alphabetʔɑl.ɡuːmˈmɪi̯m
IPA modʔɑl.ɡuˈmiːm
Syllableʾalgûmmîm
Dictional-ɡoom-MEEM
Diction Modal-ɡoo-MEEM
Usagealgum (trees)
Part of speechn-m

2 Chronicles 2:8
ଆହୁରି ମଧ୍ଯ ଲିବାନୋନ୍ରୁ ମାେ ନିକଟକୁ ଦବଦୋରୁ ଏବଂ ଚନ୍ଦନ ଗଛର କାଠ ପଠାନ୍ତୁ। ତୁମ୍ଭର ଦାସମାନେ ଲିବାନୋନ୍ର କାଠଗଣ୍ଡି କାଟି ଆଣିବା ରେ ସିଦ୍ଧ ହସ୍ତ, ଏହା ମୁଁ ଜାଣେ। ମାରଦୋସମାନେ, ତୁମ୍ଭର ଦାସମାନଙ୍କୁ ସାହାୟ୍ଯ କରିବେ।

2 Chronicles 9:10
ହୂରମ୍ଙ୍କ ଦାସ ଓ ଶଲୋମନଙ୍କ ଦାସମାନେ ଓଫୀରକୁ ସୁନା ଆଣିଲେ। ଆହୁରି ମଧ୍ଯ, ସମାନେେ ଆଲ୍ଗମ୍ କାଠ ଓ ବହୁମୂଲ୍ଯ ପଥରସବୁ ଆଣିଲେ।

2 Chronicles 9:11
ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିରର ପହାଚ ଓ ରାଜାଙ୍କ ଗୃହ ନିର୍ମାଣ କରିବା ନିମନ୍ତେ ଆଲ୍ଗମ୍ କାଠକୁ ବ୍ଯବହାର କଲେ। ଶଲୋମନ ଗାଯକମାନଙ୍କ ନିମନ୍ତେ ବୀଣା ଓ ସାରଙ୍ଗ ବାଦ୍ଯ ନିର୍ମାଣ କରିବା ନିମନ୍ତେ ମଧ୍ଯ ଆଲ୍ଗମ୍ କାଠ ବ୍ଯବହାର କଲେ। ଯିହୁଦା ଦେଶର କୌଣସି ବ୍ଯକ୍ତି ଆଲ୍ଗମ୍ କାଠରୁ ଏପ୍ରକାର ସୁନ୍ଦର ବସ୍ତ୍ର ନିର୍ମିତ ହବୋ ପୂର୍ବରୁ କବେେ ମଧ୍ଯ ଦେଖି ନ ଥିଲେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்