Base Word
מִצְוָה
Short Definitiona command, whether human or divine (collectively, the Law)
Long Definitioncommandment
Derivationfrom H6680
International Phonetic Alphabetmɪt͡sˤˈwɔː
IPA modmit͡sˈvɑː
Syllablemiṣwâ
Dictionmits-WAW
Diction Modmeets-VA
Usage(which was) commanded(-ment), law, ordinance, precept
Part of speechn-f

Genesis 26:5
ମୁଁ ଏହା କରିବି, କାରଣ ତୁମ୍ଭର ପିତା ଅବ୍ରହାମ ମାରେ କଥା ମାନିଥିଲେ ଓ ମୁଁ ଯାହା କହିଥିଲି ତାହା କରିଥିଲେ। ଅବ୍ରହାମ ମାରେ ଆଦେଶ, ନିଯମ ଓ ବିଧିସବୁ ମାନିଲେ।

Exodus 15:26
ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।

Exodus 16:28
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, କେତକୋଳ ତୁମ୍ଭ ଲୋକମାନେ ମାରେ ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?

Exodus 20:6
କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

Exodus 24:12
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।

Leviticus 4:2
ଇଶ୍ରାୟେଲ ଲୋକମାନଙ୍କୁ କୁହ, ଯଦି କହେି ଅଜଣାତ ରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞା ରେ ମନା କରାୟାଇଅଛି।

Leviticus 4:13
ପୁଣି ଇଶ୍ରାୟେଲର ସମସ୍ତ ଜାତି ଯଦି ଅଗୋଚର ରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ତାହା ଯବେେ ସମାନେେ କରନ୍ତି ତବେେ ସମାନେେ ଦୋଷୀ ହବେେ।

Leviticus 4:22
ଯଦି ଜଣେ ଶାସକ ଭୂଲ୍ ବଶତଃ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ୟ୍ଯ କରେ, ସେ ମଧ୍ଯ ଦୋଷୀ ବୋଲି ବିବଚେିତ ହବେ।

Leviticus 4:27
ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ଯରୁ କହେି ଜଣେ ତାହା କରେ ଓ ଭ୍ରାନ୍ତି ରେ ପାପ କରେ ତବେେ ସେ ଦୋଷୀ ହୁଏ।

Leviticus 5:17
ଯଦି ସଦାପ୍ରଭୁ ଯାହା ନ କରିବାକୁ କହିଥାନ୍ତି ଓ କୌଣସି ପ୍ରାଣୀ ସେଥିମଧ୍ଯରୁ କୌଣସି କର୍ମ କରି ପାପ କରେ। ୟଦ୍ଯପି ସେ ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ। ପୁଣି ସେ ତା'ର ଅପରାଧ ବହନ କରିବ।

Occurences : 181

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்