Base Word
מַתִּתְיָה
Short DefinitionMattithjah, the name of four Israelites
Long Definitiona Levite who presided over the offerings
Derivationor מַתִּתְיָהוּ; from H4991 and H3050; gift of Jah
International Phonetic Alphabetmɑt̪ːɪt̪ˈjɔː
IPA modmɑ.titˈjɑː
Syllablemattityâ
Dictionmaht-tit-YAW
Diction Modma-teet-YA
UsageMattithiah
Part of speechn-pr-m

1 Chronicles 9:31
ମତ୍ତଥିଯ ନାମକ ଜଣେ ଲବେୀୟ ଥିଲେ, ୟିଏକି ନବୈେଦ୍ଯ ନିମନ୍ତେ ବ୍ଯବହୃତ ହେଉଥିବା ରୋଟୀ ସକେିବାର କାର୍ୟ୍ଯ କରୁଥିଲେ। ମତ୍ତଥିଯ ଶଲ୍ଲୁମ୍ଙ୍କର ଜେଷ୍ଠ ପୁତ୍ର ଥିଲେ। ଶଲ୍ଲୁମ୍ କୋରହ ବଂଶଜ ଥିଲେ।

1 Chronicles 15:18
ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।

1 Chronicles 15:21
ମତ୍ତଥିଯ, ଇଲୀଫଲହେୁ, ମକନଯେ, ଓବେଦ୍-ଇଦୋମ୍, ୟିୟୁଯଲେ ଓ ଅସରିଯ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସମାନଙ୍କେର ଏହି କାର୍ୟ୍ଯ ଥିଲା।

1 Chronicles 16:5
ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଜିଖରିଯ ଦ୍ବିତୀୟ ଦଳର ନେତା ଥିଲେ। ଅନ୍ୟ ଲବେୀୟମାନେ ଥିଲେ : ୟିଯଯଲେ, ଶମୀରାମାେତ୍, ୟିହୀଯଲେ, ମତ୍ତଥିଯ, ଇଲୀଯାବ, ବନାଯ, ଓବେଦ୍-ଇଦୋମ୍ ଓ ୟିୟୂଯଲେ। ଏହି ବ୍ଯକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।

1 Chronicles 25:3
ୟିହୂଥୂନଙ୍କ ପରିବାରରୁ : ଗଦଲିଯ, ସରୀ, ୟିଶାଯାହ, ହଶବିଯ ଓ ମତ୍ତଥିଯ। ସମାନେେ ସମୁଦାଯ ଛଅ ଜଣ ଥିଲେ ୟିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦଶେ ଦେଲେ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ଓ ସଦାପ୍ରଭୁଙ୍କର ଧନ୍ଯବାଦ, ପ୍ରଶଂସା କରିବା ନିମନ୍ତେ ୟିଦୂଥୂନ ବୀଣାୟନ୍ତ୍ରର ବ୍ଯବହାର କରୁଥିଲେ।

1 Chronicles 25:21
ଚତୁର୍ଦ୍ଦଶ ରେ, ମତ୍ତଥିଯଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ

Ezra 10:43
ନବୋର ବଂଶଧରଗଣ ମଧ୍ଯରୁ ୟିଯଯଲେ, ମତ୍ତଥିଯ, ସାବଦ୍, ସବୀନଃ, ଇଦୋ, ୟୋଯଲ ଓ ବନାଯ।

Nehemiah 8:4
ଏଜ୍ରା ଯାଜକ ସହେି କାର୍ୟ୍ଯ ନିମନ୍ତେ ନିର୍ମିତ କାଠମଯ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାଶର୍‌ବ ରେ ତାଙ୍କ ନିକଟରେ ମତ୍ତଥିଯ, ଶମାେ, ଅନାଯ, ଊରିଯ, ହିଲ୍କିଯ, ମା ସଯେ ଠିଆ ହେଲେ, ଏବଂ ତାଙ୍କ ବାମ ପାଶର୍‌ବ ରେ ପଦାଯ ଓ ମୀଶାଯଲେ, ମଲକିଯ, ହଶୁମ ଓ ହଶ୍ବଦ୍ଦାନା, ଜିଖରିଯ ଓ ମଶୁଲ୍ଲମ ଠିଆ ହେଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்