Base Word
אֻמָּה
Short Definitiona collection, i.e., community of persons
Long Definitionpeople, tribe, nation
Derivationcorresponding to H0523
International Phonetic Alphabetʔumˈmɔː
IPA modʔuˈmɑː
Syllableʾummâ
Dictionoom-MAW
Diction Modoo-MA
Usagenation
Part of speechn-f

Ezra 4:10
ଆଉ ମହାମହିମ ସମ୍ଭ୍ରାଯ ଅସ୍ନପ୍ପର ଦ୍ବାରା ଆନୀତ ପୁଣି ଶମରିଯା ନଗର ରେ ଓ ଫରାତ୍ ନଦୀ ସପୋରିସ୍ଥ ଦେଶର ଅନ୍ଯାନ୍ଯ ସ୍ଥାନ ରେ ସ୍ଥାପିତ ଅନ୍ୟ ଗୋଷ୍ଠୀଯମାନେ ମଧ୍ଯ ଏହା ଲେଖିଲେ।

Daniel 3:4
ତା'ପ ରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ବର ରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।

Daniel 3:7
ଏଣୁ ଯେତବେେଳେ ସମସ୍ତ ଲୋକ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ବବଲେ ଓ ସବୁପ୍ରକାର ବାଦ୍ଯ ଶୁଣିଲେ ସେତବେେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖ ରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।

Daniel 3:29
ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ବରଙ୍କ ପ୍ରତିକୂଳ ରେ ଭ୍ରାନ୍ତିଜନକ କଥା କହିବେ, ସମାନେେ ଖଣ୍ତ ଖଣ୍ତ ହାଇେ କଟାଯିବେ ଓ ସମାନଙ୍କେର ଗୃହସବୁ ଭଂଗା ହବେ ଓ ଧୂଳିସାତ୍ ହବେ। କାରଣ ଏହିପରି ଭାବରେ କୌଣସି ଦବେତା ତାଙ୍କର ଦାସମାନକୁ ଉଦ୍ଧାର କରିପାରିବେ ନାହିଁ।

Daniel 4:1
ସମୁଦାଯ ପୃଥିବୀ ନିବାସୀ ୟାବତୀଯ ଗୋଷ୍ଠୀ, ଦେଶୀଯ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ଯରୂପେ ଶାନ୍ତି ହେଉ।

Daniel 5:19
ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।

Daniel 6:25
ସେତବେେଳେ ଦାରିଯାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋ୍ଠି, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ଯରୂପ ରେ ଶାନ୍ତି ହେଉ।

Daniel 7:14
ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்