Base Word
עִדּוֹ
Short DefinitionIddo (or Iddi), the name of five Israelites
Long Definitionfather of Abinadab, an officer of Solomon
Derivationor עִדּוֹא; or עִדִּיא; from H5710; timely
International Phonetic Alphabetʕɪd̪̚ˈd̪o
IPA modʕiˈdo̞w
Syllableʿiddô
Dictionid-DOH
Diction Modee-DOH
UsageIddo
Part of speechn-pr-m

1 Kings 4:14
ମହନଯିମ ରେ ଇଦ୍ଦୋର ପୁତ୍ର ଅହୀନାଦବ୍।

1 Chronicles 6:21
ୟୋଯାଦ ସମ୍ମିଙ୍କ ପୁତ୍ର ଥିଲେ। ଇଦ୍ଦୋ ୟୋଯାହଙ୍କ ପୁତ୍ର ଥିଲେ। ସରହେ ଇଦ୍ଦୋଙ୍କ ପୁତ୍ର ଥିଲେ। ୟିଯତ୍ରଯ ସରହଙ୍କେର ପୁତ୍ର ଥିଲେ।

2 Chronicles 12:15
ରିହବିଯାମ୍ ଯେତବେେଳେ ରାଜା ଥିଲେ, ତାଙ୍କର ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯେଉଁ କର୍ମସବୁ କରିଥିଲେ, ସହେିସବୁ ଭବିଷ୍ଯଦ୍ବକ୍ତା ଶମଯିଯଙ୍କ ଲିଖିତ ସକଳ ବିଷଯ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷଯ ରେ ଲିପିବଦ୍ଧ କରାୟାଇଅଛି। ସହେି ବ୍ଯକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିଯାମ୍ ଓ ୟାରବିଯାମ୍ ଏହି ଦୁଇ ରାଜାଙ୍କ ମଧିଅରେ, ସମାନଙ୍କେ ରାଜତ୍ବ କାଳ ରେ ସବୁ ସମୟରେ ୟୁଦ୍ଧ ଲାଗି ରହିଥିଲା।

2 Chronicles 13:22
ଅବିଯ ଆଉ ଯେଉଁସବୁ କର୍ମ କରିଥିଲେ, ତାହା ଉଦ୍ଦୋ ଭବିଷ୍ଯଦ୍ବକ୍ତାଙ୍କର ପୁସ୍ତକମାନଙ୍କ ରେ ଲଖାୟୋଇଅଛି।

Ezra 5:1
ଏହି ସମୟରେ ଭବିଷ୍ଯଦ୍ବକ୍ତା ହାଗଯ ଓ ଇଦ୍ଦୋର ପୁତ୍ର ଜିଖରିଯ, ଏହି ଭବିଷ୍ଯଦ୍ବକ୍ତାମାନେ ଯିହୁଦା ଓ ୟିରୁଶାଲମସ୍ଥିତ ୟିହୁଦୀଯମାନଙ୍କ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସମାନେେ ପରମେଶ୍ବରଙ୍କ ନାମ ରେ ସମାନଙ୍କେ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।

Ezra 6:14
ଏଥି ରେ ହାଗଯ ଭବିଷ୍ଯଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିଯର ଭବିଷ୍ଯଦ୍ବାକ୍ଯ ସହକା ରେ ୟିହୁଦୀଯ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ୟ୍ଯ ହେଲେ। ଆଉ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ଯ ରାଜା କୋରସ ଓ ଦାରିଯାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।

Nehemiah 12:4
ଇଦ୍ଦୋ, ଗିନ୍ନଥୋଯ, ଅବିଯ,

Nehemiah 12:16
ଜିଖରିଯ ଇଦ୍ଦୋ ପରିବାରର ମୁଖ୍ଯ ଥିଲେ, ଗିନ୍ନଥୋନ ପରିବାରର ମଶୁଲ୍ଲମ ମୁଖ୍ଯ ଥିଲେ।

Zechariah 1:1
ସଦାପ୍ରଭୁ ବରେିଖିଯଙ୍କ ପୁତ୍ର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କୁ ଏହି ବାର୍ତ୍ତା ପଠାଇଲେ। ପାରସ୍ଯର ରାଜା ଦାରିଯାବସଙ୍କ ଦ୍ବିତୀୟ ବର୍ଷର ଅଷ୍ଟମ ମାସ ରେ ଏହା ଘଟିଥିଲା। ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।

Zechariah 1:7
ଦାରିଯାବସଙ୍କ ଶାସନର ଦ୍ବିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ଯଦ୍ବକ୍ତା ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ, ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்