Base Word
עֵז
Short Definitiona she-goat (as strong), but masculine in plural (which also is used elliptically for goat's hair)
Long Definitionfemale goat, she-goat, goat, kid
Derivationfrom H5810
International Phonetic Alphabetʕed͡z
IPA modʕez
Syllableʿēz
Dictionaydz
Diction Modaze
Usage(she) goat, kid
Part of speechn-f

Genesis 15:9
ସଦାପ୍ରଭୁ ଉତ୍ତର ଦେଲେ, ତୁମ୍ଭେ ଏକ ତିନି ବର୍ଷର ବାଛୁରୀ, ଗୋଟିଏ ତିନି ବର୍ଷର ମାଇ ଛଳେି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ୟୁବା କପୋତ ମାେ ନିକଟକୁ ଆଣ।

Genesis 27:9
ଆମ୍ଭର ଗୋଠରୁ ଦୁଇଟି ୟୁବା ଛଳେି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦବେି।

Genesis 27:16
ରିବିକା ଛଳେି ଚମଡ଼ା ଆଣି ଯାକୁବର ହାତ ରେ ଏବଂ ତାଙ୍କ ଗଳାଦେଶ ରେ ଗୁଡ଼ାଇ ଦଲୋ।

Genesis 30:32
ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ଯଦଇେ ୟାଇ ମଷଗେଣ ମଧ୍ଯରୁ ଚିତ୍ର ବଚିତ୍ର ଓ ବିନ୍ଦୁ ଚିହ୍ନିତ ଓ କୃଷ୍ଣବର୍ଣ୍ଣ ମଷେମାନଙ୍କୁ ପୁଣି ଛାଗଳଗଣ ମଧ୍ଯରୁ ବିନ୍ଦୁ ଚିହ୍ନିତ ଓ ଚିତ୍ର ବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସହେି ସବୁ ମାରେ ବର୍ତ୍ତନ ସ୍ବରୁପ ହବେ।

Genesis 30:33
ଭବିଷ୍ଯତ ରେ ଯେତବେେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣିପାରିବ। ଯଦି ତୁମ୍ଭେ ମାରେ ମଷେପଲ ଦେଖିବାକୁ ଆସିପାରିବ। ତୁମ୍ଭେ ମାରେ ପଲକୁ ଦିଖିପାର। ଅର୍ଥାତ୍ ଛାଗଳମାନଙ୍କ ମଧିଅରେ ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ଛାଗଳ ଛଡ଼ା ଓ ମଷଗେଣ ମଧିଅରେ କୃଷ୍ଣବର୍ଣ୍ଣ ମଷେ ବ୍ଯତୀତ ଯେତେ ଥିବେ ତାହା ମାହେର ର୍ଚୌୟ୍ଯରୂପେ ଗଣ୍ଯ ହବେ।

Genesis 30:35
ସହେିଦିନ ଲାବନ ବିନ୍ଦୁ ଚିହ୍ନିତ ଛାଗଳନମାନଙ୍କୁ ଲୁଚାଇ ଦଲୋ। ଏବଂ ଚିତ୍ର ବିଚିତ୍ର ଛାଗ ସବୁକୁ ଲୁଚାଇ ଦଲୋ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମଷଗେଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନବୋକୁ ଦଲୋ।

Genesis 31:38
ମୁଁ ତୁମ୍ଭ ପାଇଁ କୋଡ଼ିଏ ବର୍ଷ କଠିନ ପରିଶ୍ରମ କରିଅଛି। ସହେି ସମସ୍ତ ସମୟରେ ତୁମ୍ଭର ମଷେ ଓ ଛଳେିଗୁଡ଼ିକ ଗର୍ଭପାତ ହାଇନୋହିଁ, କିମ୍ବା ମୁଁ ସଗେୁଡ଼ିକୁ ଖାଇୟାଇ ନାହିଁ।

Genesis 32:14
ଯାକୁବ ଦୁଇଶହ ମାଈଛଳେି କୋଡ଼ିଏଟି ଛଳେି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦବୋକୁ ସ୍ଥିର କଲା।

Genesis 37:31
ତା'ର ଭାଇମାନେ ଏକ ଛଳେି ମାରି ତା'ର ରକ୍ତ ରେ ଯୋଷଫେର କୋଟକୁ ବୁଡ଼ାଇ ଦେଲେ।

Genesis 38:17
ଯିହୁଦା ଉତ୍ତର ଦଲୋ, ମୁଁ ମାରେ ପଲ ମଧ୍ଯରୁ ଏକ ୟୁବା ଛଳେି ପଠାଇ ଦବେି।

Occurences : 74

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்