| Base Word | |
| אָנַק | |
| Short Definition | to shriek |
| Long Definition | to cry, groan |
| Derivation | a primitive root |
| International Phonetic Alphabet | ʔɔːˈn̪ɑk’ |
| IPA mod | ʔɑːˈnɑk |
| Syllable | ʾānaq |
| Diction | aw-NAHK |
| Diction Mod | ah-NAHK |
| Usage | cry, groan |
| Part of speech | v |
Jeremiah 51:52
ଏଣୁ ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦବୋ, ସେତବେେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ୟନ୍ତ୍ରଣା ରେ ଗଁ ଗଁ କରିବେ।
Ezekiel 9:4
ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।
Ezekiel 24:17
ଦୁଃଖ ରେ ଦୀର୍ଘ ନିଶ୍ବାସ ଛାଡ଼, ମାତ୍ର ଉଚ୍ଚ ସ୍ବର ରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦ ରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଅ ନାହିଁ।
Ezekiel 26:15
ମାରେ ପ୍ରଭୁ ସଦାପ୍ରଭୁ ସୋରରୁ ଏହି କଥା କହନ୍ତି, ତୁମ୍ଭର ପତନର ଶବ୍ଦ ରେ ଭୂମଧ୍ଯସାଗରସ୍ଥ ଦ୍ବୀପସମୂହ କମ୍ପିତ ହବେ। ଏହା ଘଟିବ ଯେତବେେଳେ ଆହତ ଲୋକମାନେ ଭୟ ରେ ବିଳାପ କରିବେ ଓ ସମାନଙ୍କେୁ ସଂହାର କରାୟିବ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்