Base Word
צְדָקָה
Short Definitionrightness (abstractly), subjectively (rectitude), objectively (justice), morally (virtue) or figuratively (prosperity)
Long Definitionjustice, righteousness
Derivationfrom H6663
International Phonetic Alphabett͡sˤɛ̆.d̪ɔːˈk’ɔː
IPA modt͡sɛ̆.dɑːˈkɑː
Syllableṣĕdāqâ
Dictiontseh-daw-KAW
Diction Modtseh-da-KA
Usagejustice, moderately, right(-eous, -ly, -ness) (act)
Part of speechn-f

Genesis 15:6
ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ବାସ କଲେ ଏବଂ ପରମେଶ୍ବର ତା'ର ବିଶ୍ବାସକୁ ଧାର୍ମିକତା କାର୍ୟ୍ଯ ବୋଲି ବିବଚେନା କଲେ।

Genesis 18:19
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।

Genesis 30:33
ଭବିଷ୍ଯତ ରେ ଯେତବେେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣିପାରିବ। ଯଦି ତୁମ୍ଭେ ମାରେ ମଷେପଲ ଦେଖିବାକୁ ଆସିପାରିବ। ତୁମ୍ଭେ ମାରେ ପଲକୁ ଦିଖିପାର। ଅର୍ଥାତ୍ ଛାଗଳମାନଙ୍କ ମଧିଅରେ ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ଛାଗଳ ଛଡ଼ା ଓ ମଷଗେଣ ମଧିଅରେ କୃଷ୍ଣବର୍ଣ୍ଣ ମଷେ ବ୍ଯତୀତ ଯେତେ ଥିବେ ତାହା ମାହେର ର୍ଚୌୟ୍ଯରୂପେ ଗଣ୍ଯ ହବେ।

Deuteronomy 6:25
ଆଉ ଯବେେ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତାହାଙ୍କ ଆଜ୍ଞା ଅନକ୍ସ୍ଟସା ରେ ଏହି ସମସ୍ତ ବ୍ଯବସ୍ଥା ପାଳନ କରିବାକୁ ମନୋୟୋଗ କରିବା, ତବେେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମୀକତା ହବେ।'

Deuteronomy 9:4
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦଲୋପରେ ତୁମ୍ଭେ ଏପରି କକ୍ସ୍ଟହନାହିଁ ଯେ, 'ଆମ୍ଭମାନଙ୍କର ଧାର୍ମୀକତା ୟୋଗକ୍ସ୍ଟଁ ସଦାପ୍ରଭୁ ଆମ୍ଭକକ୍ସ୍ଟ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।' ଯେ ହତେକ୍ସ୍ଟ ସହେି ଗୋଷ୍ଠୀଯ ଲୋକମାନଙ୍କ ଦକ୍ସ୍ଟଷ୍ଟତା ସକାଶକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।

Deuteronomy 9:5
ତୁମ୍ଭେ ଆପଣା ଧାର୍ମୀକତା ଅବା ହୃଦଯର ସରଳତା ହତେକ୍ସ୍ଟରକ୍ସ୍ଟ ସମାନଙ୍କେ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନକ୍ସ୍ଟ ହେଁ, ମାତ୍ର ଏହି ଗୋଷ୍ଠୀଯ ଲୋକମାନଙ୍କ ଦୃଷ୍ଟତାପାଇଁ ଆଉ ତୁମ୍ଭମାନଙ୍କର ପୁର୍ବପୁରୁଷ ଅବ୍ରହାମଙ୍କକ୍ସ୍ଟ, ଇସହାକ୍ ଓ ୟାକକ୍ସ୍ଟବଙ୍କକ୍ସ୍ଟ ଶପଥପୂର୍ବକ ଯେଉଁ ବାକ୍ଯ କହିଥିଲେ, ତାହା ସଫଳ କରିବାପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।

Deuteronomy 9:6
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଧାର୍ମୀକତା ହତେକ୍ସ୍ଟରକ୍ସ୍ଟ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାଁନ୍ତି। ଏହା ତୁମ୍ଭମାନେେ ଜାଣ, ଯେ ହତେକ୍ସ୍ଟ ତୁମ୍ଭମାନେେ ଜୀଦ୍ଖୋର ଲୋକ।

Deuteronomy 24:13
ସେ ଯେପରି ଆପଣା ବସ୍ତ୍ର ଘନେି ଶଯନ କରି ତୁମ୍ଭକୁ ଆଶୀର୍ବାଦ କରିବ। ଏଥିପାଇଁ ସୂର୍ୟ୍ଯାସ୍ତ ସମୟରେ ତାହାର ବନ୍ଧକ ଦ୍ରବ୍ଯ ତାହାକକ୍ସ୍ଟ ଅବଶ୍ଯ ଫରୋଇ ଦବେ। ତହିଁରେ ତାହା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସାକ୍ଷାତ ରେ ତକ୍ସ୍ଟମ୍ଭ ପ୍ରତି ଧାର୍ମୀକତା ହବେ।

Deuteronomy 33:21
ସେ ଆପଣା ପାଇଁ ପ୍ରଥମ ଅଂଶ ମନୋନୀତ କରେ। ଆଦେଶକାରୀଙ୍କର ଭାଗ ସକ୍ସ୍ଟରକ୍ଷିତ ଅଛି। ସେ ଲୋକମାନଙ୍କର ନତେୃବର୍ଗଙ୍କ ପାଖକକ୍ସ୍ଟ ଆସନ୍ତି। ସେ ଯାହା କରନ୍ତି ତାହା ସଦାପ୍ରଭୁଙ୍କ ପାଇଁ ଉତ୍ତମ। ସେ ଏପରି କରନ୍ତି ଯାହା ଇଶ୍ରାୟେଲବାସୀ ପାଇଁ ମଙ୍ଗଳ।

Judges 5:11
ଧନକ୍ସ୍ଟର୍ଦ୍ଧରମାନଙ୍କ ଶଦ୍ଦରକ୍ସ୍ଟ ଦୂର ରେ, ଜଳକଢା ସ୍ଥଳମାନଙ୍କ ରେ ଲୋକମାନେ ସଦାପ୍ରଭୁଙ୍କର ଧର୍ମକ୍ରିଯା ଓ ଇଶ୍ରାୟେଲ ମଧିଅରେ ତାଙ୍କ ଶାସନ ସମ୍ବନ୍ଧୀଯ ଧର୍ମକ୍ରିଯା ସଂକିର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ବାରକକ୍ସ୍ଟ ଓହ୍ଲାଇ ଆସିଲେ।

Occurences : 157

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்