Base Word
אָצַל
Short Definitionproperly, to join; used only as a denominative from H0681; to separate; hence, to select, refuse, contract
Long Definitionto lay aside, reserve, withdraw, withhold
Derivationa primitive root
International Phonetic Alphabetʔɔːˈt͡sˤɑl
IPA modʔɑːˈt͡sɑl
Syllableʾāṣal
Dictionaw-TSAHL
Diction Modah-TSAHL
Usagekeep, reserve, straiten, take
Part of speechv

Genesis 27:36
ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?

Numbers 11:17
ମୁଁ ସହେି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠା ରେ ଯେଉଁ ଆତ୍ମା ଅଛି ତହିଁରୁ ନଇେ ସମାନଙ୍କେୁ ଦବୋ, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବନାହିଁ, ସେଥିପାଇଁ ସମାନେେ ମଧ୍ଯ ତୁମ୍ଭ ସହିତ ଦାଯିତ୍ବ ଭାର ବହନ କରିବେ।

Numbers 11:25
ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମାଶାଙ୍କେୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠା ରେ ଥିଲା, ତହିଁରୁ ନଇେ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତବେେଳେ ସମାନଙ୍କେ ଉପରେ ଆତ୍ମା ଅବସ୍ଥାନ କଲା, ସମାନେେ ଭବିଷ୍ଯତ କଥା ପ୍ରଚାର ଆରମ୍ଭ କଲେ, ଏବଂ ସମାନେେ ଆଉ ବନ୍ଦ କଲେ ନାହିଁ।

Ecclesiastes 2:10
ମାରେ ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦଯକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମାହେର ସମସ୍ତ ପରିଶ୍ରମ ସକାଶୁଁ ମାହେର ହୃଦଯ ଆନନ୍ଦ କଲା। ମାହେର ସକଳ ପରିଶ୍ରମରୁ ଏହା ମାହେର ଅଂଶ ଥିଲା।

Ezekiel 42:6
ଏଥିପାଇଁ ଭୂମିଠାରୁ ଉଚ୍ଚତମ ଅଧଃସ୍ଥିତ ଓ ମଧ୍ଯସ୍ଥିତ ଅପେକ୍ଷା ଅପ୍ରଶସ୍ଥ ଥିଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்