Base Word
רִמּוֹן
Short Definitiona pomegranate, the tree (from its upright growth) or the fruit (also an artificial ornament)
Long Definitionpomegranate
Derivationor רִמֹּן; from H7426
International Phonetic Alphabetrɪmˈmon̪
IPA modʁiˈmo̞wn
Syllablerimmôn
Dictionrim-MONE
Diction Modree-MONE
Usagepomegranate
Part of speechn-m

Exodus 28:33
ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣର ଡାଳିମ୍ବ କରିବ। ଆଉ ଚାରି ଦିଗ ରେ ତହିଁ ମଧିଅରେ ସ୍ବର୍ଣଘଣ୍ଟି ରହିବ।

Exodus 28:34
ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।

Exodus 28:34
ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।

Exodus 39:24
ସମାନେେ ଚୋଗାର ଅଞ୍ଚଳର ଚାରି ପାଖ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣ ବଳା ସୂତ୍ର ରେ ଡାଳିମ୍ବ ନିର୍ମାଣ କଲେ।

Exodus 39:25
ଆଉ ସମାନେେ ଡାଳିମ୍ବ ମଧିଅରେ ନିର୍ମଳ ସୁନା ଦ୍ବାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡେ ଡାଳିମ୍ବର ମଧିଅରେ ରଖିଲେ।

Exodus 39:25
ଆଉ ସମାନେେ ଡାଳିମ୍ବ ମଧିଅରେ ନିର୍ମଳ ସୁନା ଦ୍ବାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡେ ଡାଳିମ୍ବର ମଧିଅରେ ରଖିଲେ।

Exodus 39:26
ଉପାସନା ଚୋଗାର ଧଡି ରେ ସମାନେେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବା ଆଜ୍ଞାନୁସା ରେ।

Exodus 39:26
ଉପାସନା ଚୋଗାର ଧଡି ରେ ସମାନେେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବା ଆଜ୍ଞାନୁସା ରେ।

Numbers 13:23
ଏହାପରେ ସମାନେେ ଇଷ୍କୋଲ ଉପତ୍ୟକା ରେ ଉପସ୍ଥିତ ହାଇେ ସଠାେରେ ଏକ ପନ୍ଡୋ ଫଳୟୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀ ରେ ବହନ କଲେ, ସମାନେେ ମଧ୍ଯ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।

Numbers 20:5
ତୁମ୍ଭମାନେେ କାହିଁକି ମିଶର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଏହି କଦର୍ୟ୍ଯ ସ୍ଥାନକୁ ଆଣିଲ? ଏଠା ରେ ଶସ୍ଯ, ଡିମ୍ବିରି, ଦ୍ରାକ୍ଷା କିମ୍ବା ଡାଳିମ୍ବ କିଛି ନାହିଁ, ପିଇବାକୁ ମଧ୍ଯ ପାଣି ନାହିଁ।

Occurences : 32

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்