Base Word
שָׁחֹר
Short Definitionproperly, dusky, but also (absol.) jetty
Long Definitionblack
Derivationor שָׁחוֹר; from H7835
International Phonetic Alphabetʃɔːˈħor
IPA modʃɑːˈχo̞wʁ
Syllablešāḥōr
Dictionshaw-HORE
Diction Modsha-HORE
Usageblack
Part of speecha

Leviticus 13:31
ପୁଣି ଯାଜକ ଯଦି ଦେଖିବ ସହେି ଘା' ଚର୍ମର ନୀଚସ୍ଥ ହାଇେ ନଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନଥାଏ, ତବେେ ଯାଜକ ସହେି ଲୋକକୁ ସାତଦିନ ପୃଥକ ରଖିବ।

Leviticus 13:37
ଯଦି ଯାଜକ ଦୃଷ୍ଟି ରେ ସହେି ଛଉ ବଢି ନଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତବେେ ସହେି ଛଉ ଆରୋଗ୍ୟ ହାଇେଅଛି, ସେ ଶୁଚି ହାଇେଅଛି, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

Song of Solomon 1:5
ଆଗୋ ୟିରୁଶାଲମର କନ୍ଯାଗଣ, ମୁଁ କଦୋରର ତମ୍ବୁ ତୁଲ୍ଯ, ଶ ଲୋମନଙ୍କର ୟବନିକା ତୁଲ୍ଯ କୃଷ୍ଣବର୍ଣ୍ଣ, ତଥାପି ସୁନ୍ଦରୀ।

Song of Solomon 5:11
ତାଙ୍କର ମସ୍କ ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।

Zechariah 6:2
ରକ୍ତବର୍ଣ୍ଣର ଅଶ୍ବଗୁଡିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ବଗଣ ଦ୍ବିତୀୟ ରଥକୁ ଟାଣୁଥିଲେ।

Zechariah 6:6
କୃଷ୍ଣବର୍ଣ୍ଣ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡକୁ ଯିବେ, ଲାଲ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡେ, ଧଳା ଘୋଡାଗୁଡିକ ଦ୍ବାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡେ ଓ ପାଣ୍ତୁର ଅସ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡେ ଯିବେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்