Base Word
שְׁלוֹשִׁים
Short Definitionthirty; or (ordinal) thirtieth
Long Definitionthirty, thirtieth
Derivationor שְׁלֹשִׁים; multiple of H7969
International Phonetic Alphabetʃɛ̆.loˈʃɪi̯m
IPA modʃɛ̆.lo̞wˈʃiːm
Syllablešĕlôšîm
Dictionsheh-loh-SHEEM
Diction Modsheh-loh-SHEEM
Usagethirty, thirtieth
Part of speechn-m

Genesis 5:3
ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।

Genesis 5:5
ଏହିପରି ଆଦମ ମାଟେ 930 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।

Genesis 5:16
ଯରଦେ ଜନ୍ମ ହେଲାପରେ ମହଲଲଲେ 830 ବର୍ଷ ବଞ୍ଚିଲେ ଏବଂ ସହେି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କଲେ।

Genesis 6:15
ସହେି ଜାରାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଚ଼ାଶ ହାତ ଏବଂ ତାହାର ଉଚ୍ଚତା ତିରିଶ ହାତ ହବେ।

Genesis 11:12
ଆର୍ଫକଷଦ ପଞ୍ଚତିରିଶ ବର୍ଷ ବଯସ ରେ ଶଲହରେ ପିତା ହେଲ।

Genesis 11:14
ଶଲହକେୁ ତିରିଶ ବର୍ଷ ବଯସ ରେ ସେ ଏବରର ପିତା ହେଲ।

Genesis 11:16
ଏବରକୁ 34 ବର୍ଷପରେ ତାଙ୍କର ଏକ ପୁତ୍ର ଜନ୍ମିଲା ଯାହାର ନାମ ପଲଗେ।

Genesis 11:17
ପଲଗରେ ଜନ୍ମପରେ, ଏବର 430 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ସନ୍ତାନ ସନ୍ତତିମାନେ ଜନ୍ମ ନେଲେ।

Genesis 11:18
ପଲଗକେୁ ତିରିଶ ବର୍ଷ ବଯସ ରେ ରିଯୁ ନାମକ ଏକ ପୁତ୍ରକୁ ଜନ୍ମ ଦେଲେ।

Genesis 11:20
ରିଯକୁ ବତିଶ ବର୍ଷ ବଯସ ରେ ତାଙ୍କ ଠାରୁ ସରୁଗ ଜନ୍ମ କଲେ।

Occurences : 174

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்