ଓଡ଼ିଆ ଓଡ଼ିଆ ବାଇବେଲ 1 Peter 1 Peter 1 1 Peter 1:17 1 Peter 1:17 ଚିତ୍ର English

1 Peter 1:17 ଚିତ୍ର

ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।
Click consecutive words to select a phrase. Click again to deselect.
1 Peter 1:17

ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।

1 Peter 1:17 Picture in Oriya