ଓଡ଼ିଆ ଓଡ଼ିଆ ବାଇବେଲ 1 Thessalonians 1 Thessalonians 1 1 Thessalonians 1:5 1 Thessalonians 1:5 ଚିତ୍ର English

1 Thessalonians 1:5 ଚିତ୍ର

ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।
Click consecutive words to select a phrase. Click again to deselect.
1 Thessalonians 1:5

ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

1 Thessalonians 1:5 Picture in Oriya