ଓଡ଼ିଆ ଓଡ଼ିଆ ବାଇବେଲ 2 Chronicles 2 Chronicles 14 2 Chronicles 14:11 2 Chronicles 14:11 ଚିତ୍ର English

2 Chronicles 14:11 ଚିତ୍ର

ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ଡ଼ାକ ପକାଇଲେ କହିଲେ, ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାୟ୍ଯ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାୟ୍ଯ କରିବା ସତେିକି ସହଜ। ଆମ୍ଭମାନଙ୍କୁ ସାହାୟ୍ଯ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ଏହି ବିଶାଳ ସୈନ୍ଯବାହିନୀ ବିପକ୍ଷ ରେ ଥିଲେ ହେଁ ଆମ୍ଭମାନେେ ତୁମ୍ଭ ଉପରେ ନିର୍ଭର କରୁ ! ତୁମ୍ଭେ ତୁମ୍ଭ ବିରୁଦ୍ଧ ରେ କାହାରିକୁ ଜଯ ଲାଭ କରିବାକୁ ଦିଅ ନାହିଁ।
Click consecutive words to select a phrase. Click again to deselect.
2 Chronicles 14:11

ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ଡ଼ାକ ପକାଇଲେ ଓ କହିଲେ, ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାୟ୍ଯ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାୟ୍ଯ କରିବା ସତେିକି ସହଜ। ଆମ୍ଭମାନଙ୍କୁ ସାହାୟ୍ଯ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ଏହି ବିଶାଳ ସୈନ୍ଯବାହିନୀ ବିପକ୍ଷ ରେ ଥିଲେ ହେଁ ଆମ୍ଭମାନେେ ତୁମ୍ଭ ଉପରେ ନିର୍ଭର କରୁ ! ତୁମ୍ଭେ ତୁମ୍ଭ ବିରୁଦ୍ଧ ରେ କାହାରିକୁ ଜଯ ଲାଭ କରିବାକୁ ଦିଅ ନାହିଁ।

2 Chronicles 14:11 Picture in Oriya