ଓଡ଼ିଆ ଓଡ଼ିଆ ବାଇବେଲ 2 Corinthians 2 Corinthians 4 2 Corinthians 4:2 2 Corinthians 4:2 ଚିତ୍ର English

2 Corinthians 4:2 ଚିତ୍ର

ଆମ୍ଭେ ଲଜ୍ଜାପୂର୍ଣ୍ଣ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।
Click consecutive words to select a phrase. Click again to deselect.
2 Corinthians 4:2

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

2 Corinthians 4:2 Picture in Oriya