English
2 Kings 23:9 ଚିତ୍ର
ସହେି ଯାଜକମାନେ ସାଧାରଣ ଲୋକଙ୍କ ସହିତ ତାଡିଶୂନ୍ଯ ରୋଟି ଭୋଜନ କଲେ। ରାଜା ଯୋଶିୟଯ ସହେି ଉଚ୍ଚସ୍ଥଳୀଗୁଡିକୁ ଭାଙ୍ଗି ପକାଇଲେ ଓ ସେ ଯାଜକମାନଙ୍କୁ ୟିରୁଶାଲମକୁ ନଇେ ଆସିଲେ। ସେ ମଧ୍ଯ ନଗର ଦ୍ବାର ରେ ପ୍ରବେଶକାରୀ ମନୁଷ୍ଯର ବାମ ଦିଗସ୍ଥିତ ନଗରାଧ୍ଯକ୍ଷ ଯିହାଶୂେୟର ନଗର ଦ୍ବାର ରେ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯିହାଶୂେୟ ନଗରର ଶାସକ ଥିଲେ।