ଓଡ଼ିଆ ଓଡ଼ିଆ ବାଇବେଲ Acts Acts 10 Acts 10:38 Acts 10:38 ଚିତ୍ର English

Acts 10:38 ଚିତ୍ର

ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
Click consecutive words to select a phrase. Click again to deselect.
Acts 10:38

ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।

Acts 10:38 Picture in Oriya