ଓଡ଼ିଆ ଓଡ଼ିଆ ବାଇବେଲ Acts Acts 7 Acts 7:8 Acts 7:8 ଚିତ୍ର English

Acts 7:8 ଚିତ୍ର

ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।
Click consecutive words to select a phrase. Click again to deselect.
Acts 7:8

ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।

Acts 7:8 Picture in Oriya