ଓଡ଼ିଆ ଓଡ଼ିଆ ବାଇବେଲ Amos Amos 4 Amos 4:13 Amos 4:13 ଚିତ୍ର English

Amos 4:13 ଚିତ୍ର

ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।
Click consecutive words to select a phrase. Click again to deselect.
Amos 4:13

ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।

Amos 4:13 Picture in Oriya