ଓଡ଼ିଆ ଓଡ଼ିଆ ବାଇବେଲ Amos Amos 6 Amos 6:14 Amos 6:14 ଚିତ୍ର English

Amos 6:14 ଚିତ୍ର

କିନ୍ତୁ ହେ ଇଶ୍ରାୟେଲବାସୀ, ତୁମ୍ଭ ଦେଶ ବିରୁଦ୍ଧ ରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସହେି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ଯ ଉପ ରେ ଦୁଃଖ କ୍ଲେଶ ଆଣିବ। ଏହି କ୍ଲେଶ ହମାତଠାରୁ ଅରାବା ମାର୍ଗ ପର୍ୟ୍ଯନ୍ତ ଲାଗି ରହିବ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା କୁହନ୍ତି।
Click consecutive words to select a phrase. Click again to deselect.
Amos 6:14

କିନ୍ତୁ ହେ ଇଶ୍ରାୟେଲବାସୀ, ତୁମ୍ଭ ଦେଶ ବିରୁଦ୍ଧ ରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସହେି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ଯ ଉପ ରେ ଦୁଃଖ କ୍ଲେଶ ଆଣିବ। ଏହି କ୍ଲେଶ ହମାତଠାରୁ ଅରାବା ମାର୍ଗ ପର୍ୟ୍ଯନ୍ତ ଲାଗି ରହିବ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା କୁହନ୍ତି।

Amos 6:14 Picture in Oriya