English
Ezekiel 27:27 ଚିତ୍ର
ତୁମ୍ଭର ଧନ, ତୁମ୍ଭର ବାଣିଜ୍ଯ ଦ୍ରବ୍ଯ, ତୁମ୍ଭର ବାଣିଜ୍ଯ, ତୁମ୍ଭର ନାବିକଗଣ, ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭ ଜାହାଜର ଛିଦ୍ର ବଟାଳିକା ଲୋକମାନେ, ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ବହିବା ଲୋକମାନେ, ତୁମ୍ଭର ମଧ୍ଯବର୍ତ୍ତୀ ସମସ୍ତ ଯୋଦ୍ଧାମାନେ ଓ ତୁମ୍ଭର ମଧ୍ଯବର୍ତ୍ତୀ ସମସ୍ତ ସମାଜ ତୁମ୍ଭର ପତନ ଦିନ ରେ ସମୁଦ୍ର ମଧ୍ଯସ୍ଥଳ ରେ ଜଳମଗ୍ନ ହବେେ।