ଓଡ଼ିଆ ଓଡ଼ିଆ ବାଇବେଲ Haggai Haggai 1 Haggai 1:14 Haggai 1:14 ଚିତ୍ର English

Haggai 1:14 ଚିତ୍ର

ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।
Click consecutive words to select a phrase. Click again to deselect.
Haggai 1:14

ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।

Haggai 1:14 Picture in Oriya