ଓଡ଼ିଆ ଓଡ଼ିଆ ବାଇବେଲ Haggai Haggai 2 Haggai 2:22 Haggai 2:22 ଚିତ୍ର English

Haggai 2:22 ଚିତ୍ର

ଆମ୍ଭେ ବହୁ ରାଜ୍ଯ ରାଜାଙ୍କୁ ଓଲଟାଇ ଦବୋ, ଆମ୍ଭେ ରାଜ୍ଯର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସମାନଙ୍କେର ରଥ ରୋହୀଙ୍କୁ ଧ୍ବଂସ କରିବା। ଆମ୍ଭେ ସମାନଙ୍କେର ୟୁଦ୍ଧ ଅଶ୍ବ ରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସମାନେେ ପରସ୍ପର ବିରୁଦ୍ଧ ରେ ଯିବେ ଏବଂ ପରସ୍ପର ଖଣ୍ତା ରେ ହଣାହଣି ହାଇେ ମରିବେ।
Click consecutive words to select a phrase. Click again to deselect.
Haggai 2:22

ଆମ୍ଭେ ବହୁ ରାଜ୍ଯ ଓ ରାଜାଙ୍କୁ ଓଲଟାଇ ଦବୋ, ଆମ୍ଭେ ରାଜ୍ଯର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସମାନଙ୍କେର ରଥ ଓ ଆ ରୋହୀଙ୍କୁ ଧ୍ବଂସ କରିବା। ଆମ୍ଭେ ସମାନଙ୍କେର ୟୁଦ୍ଧ ଅଶ୍ବ ଓ ଆ ରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସମାନେେ ପରସ୍ପର ବିରୁଦ୍ଧ ରେ ଯିବେ ଏବଂ ପରସ୍ପର ଖଣ୍ତା ରେ ହଣାହଣି ହାଇେ ମରିବେ।

Haggai 2:22 Picture in Oriya