ଓଡ଼ିଆ ଓଡ଼ିଆ ବାଇବେଲ Hebrews Hebrews 7 Hebrews 7:27 Hebrews 7:27 ଚିତ୍ର English

Hebrews 7:27 ଚିତ୍ର

ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
Click consecutive words to select a phrase. Click again to deselect.
Hebrews 7:27

ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।

Hebrews 7:27 Picture in Oriya