ଓଡ଼ିଆ ଓଡ଼ିଆ ବାଇବେଲ Hebrews Hebrews 9 Hebrews 9:14 Hebrews 9:14 ଚିତ୍ର English

Hebrews 9:14 ଚିତ୍ର

ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।
Click consecutive words to select a phrase. Click again to deselect.
Hebrews 9:14

ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

Hebrews 9:14 Picture in Oriya