ଓଡ଼ିଆ ଓଡ଼ିଆ ବାଇବେଲ Isaiah Isaiah 33 Isaiah 33:15 Isaiah 33:15 ଚିତ୍ର English

Isaiah 33:15 ଚିତ୍ର

ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
Click consecutive words to select a phrase. Click again to deselect.
Isaiah 33:15

ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।

Isaiah 33:15 Picture in Oriya