ଓଡ଼ିଆ ଓଡ଼ିଆ ବାଇବେଲ Isaiah Isaiah 57 Isaiah 57:15 Isaiah 57:15 ଚିତ୍ର English

Isaiah 57:15 ଚିତ୍ର

କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
Click consecutive words to select a phrase. Click again to deselect.
Isaiah 57:15

କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

Isaiah 57:15 Picture in Oriya