ଓଡ଼ିଆ ଓଡ଼ିଆ ବାଇବେଲ Jeremiah Jeremiah 30 Jeremiah 30:11 Jeremiah 30:11 ଚିତ୍ର English

Jeremiah 30:11 ଚିତ୍ର

ପୁଣି ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧିଅରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସହେି ସମସ୍ତଙ୍କୁ ସୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବଚେନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଅନୁଶାସିତ କରିବା।
Click consecutive words to select a phrase. Click again to deselect.
Jeremiah 30:11

ପୁଣି ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧିଅରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସହେି ସମସ୍ତଙ୍କୁ ସୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବଚେନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।

Jeremiah 30:11 Picture in Oriya