ଓଡ଼ିଆ ଓଡ଼ିଆ ବାଇବେଲ Jeremiah Jeremiah 38 Jeremiah 38:2 Jeremiah 38:2 ଚିତ୍ର English

Jeremiah 38:2 ଚିତ୍ର

ସଦାପ୍ରଭୁ ଏହି କଥା କହନ୍ତି, ' ଯେଉଁ ଲୋକ ଏହି ନଗର ରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ମହାମାରୀ ରେ ମରିବ। ମାତ୍ର ଯେଉଁ ଲୋକ ବାହାର ହାଇେ କଲଦୀଯମାନଙ୍କ ନିକଟକୁ ୟିବ ସେ ବଞ୍ଚିବ। ସମାନେେ ମୃତ୍ଯୁରୁ ବଞ୍ଚିବେ ରକ୍ଷା ପାଇବେ।'
Click consecutive words to select a phrase. Click again to deselect.
Jeremiah 38:2

ସଦାପ୍ରଭୁ ଏହି କଥା କହନ୍ତି, ' ଯେଉଁ ଲୋକ ଏହି ନଗର ରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବ। ମାତ୍ର ଯେଉଁ ଲୋକ ବାହାର ହାଇେ କଲଦୀଯମାନଙ୍କ ନିକଟକୁ ୟିବ ସେ ବଞ୍ଚିବ। ସମାନେେ ମୃତ୍ଯୁରୁ ବଞ୍ଚିବେ ଓ ରକ୍ଷା ପାଇବେ।'

Jeremiah 38:2 Picture in Oriya