ଓଡ଼ିଆ ଓଡ଼ିଆ ବାଇବେଲ Jeremiah Jeremiah 51 Jeremiah 51:27 Jeremiah 51:27 ଚିତ୍ର English

Jeremiah 51:27 ଚିତ୍ର

ତୁମ୍ଭମାନେେ ଦେଶ ରେ ଧ୍ବଜା ସ୍ଥାପନ କର, ଗୋଷ୍ଠୀଯମାନଙ୍କ ମଧିଅରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧ ରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଅସ୍ମିନସ୍ ରାଜ୍ଯକୁ ତାହାର ବିରୁଦ୍ଧ ରେ ଏକତ୍ର ଡ଼ାକ। ତାହାର ବିରୁଦ୍ଧ ରେ ସନୋପତିମାନଙ୍କୁ ନିୟୁକ୍ତ କର ପଙ୍ଗପାଳ ସଦୃଶ ବହୁ ସଂଖ୍ଯା ରେ ଅଶ୍ବଗଣ ପଠାଅ।
Click consecutive words to select a phrase. Click again to deselect.
Jeremiah 51:27

ତୁମ୍ଭମାନେେ ଦେଶ ରେ ଧ୍ବଜା ସ୍ଥାପନ କର, ଗୋଷ୍ଠୀଯମାନଙ୍କ ମଧିଅରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧ ରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍ମିନସ୍ ରାଜ୍ଯକୁ ତାହାର ବିରୁଦ୍ଧ ରେ ଏକତ୍ର ଡ଼ାକ। ତାହାର ବିରୁଦ୍ଧ ରେ ସନୋପତିମାନଙ୍କୁ ନିୟୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ଯା ରେ ଅଶ୍ବଗଣ ପଠାଅ।

Jeremiah 51:27 Picture in Oriya