ଓଡ଼ିଆ ଓଡ଼ିଆ ବାଇବେଲ Jeremiah Jeremiah 51 Jeremiah 51:34 Jeremiah 51:34 ଚିତ୍ର English

Jeremiah 51:34 ଚିତ୍ର

ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।
Click consecutive words to select a phrase. Click again to deselect.
Jeremiah 51:34

ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।

Jeremiah 51:34 Picture in Oriya