ଓଡ଼ିଆ ଓଡ଼ିଆ ବାଇବେଲ Job Job 6 Job 6:5 Job 6:5 ଚିତ୍ର English

Job 6:5 ଚିତ୍ର

ତୁମ୍ଭର ବାକ୍ଯସବୁ କହିବାକୁ ସହଜ, ଯେ ତବେଳେ କିଛି ଅଘଟଣ ଘଟି ଥାଏ। ଏପରିକି ଗୋଟିଏ ବଣୁଆ ଗଧ ମଧ୍ଯ କିଛି ଅଭିଯୋଗ କରେ ନାହିଁ ଯେ ତବେଳେ ସେ ପ୍ରଚୁର ଘାସ ଖାଇବାକୁ ପାଏ ଏବଂ ଗୋଟିଏ ଗାଈ ମଧ୍ଯ କିଛି ଅଭିଯୋଗ କରେ ନାହିଁ, ଯେତବେେଳେ ତା' ନିକଟରେ ତା' ନିଜର ଖାଦ୍ୟ ଥାଏ।
Click consecutive words to select a phrase. Click again to deselect.
Job 6:5

ତୁମ୍ଭର ବାକ୍ଯସବୁ କହିବାକୁ ସହଜ, ଯେ ତବେଳେ କିଛି ଅଘଟଣ ଘଟି ନ ଥାଏ। ଏପରିକି ଗୋଟିଏ ବଣୁଆ ଗଧ ମଧ୍ଯ କିଛି ଅଭିଯୋଗ କରେ ନାହିଁ ଯେ ତବେଳେ ସେ ପ୍ରଚୁର ଘାସ ଖାଇବାକୁ ପାଏ ଏବଂ ଗୋଟିଏ ଗାଈ ମଧ୍ଯ କିଛି ଅଭିଯୋଗ କରେ ନାହିଁ, ଯେତବେେଳେ ତା' ନିକଟରେ ତା' ନିଜର ଖାଦ୍ୟ ଥାଏ।

Job 6:5 Picture in Oriya