ଓଡ଼ିଆ ଓଡ଼ିଆ ବାଇବେଲ Luke Luke 10 Luke 10:13 Luke 10:13 ଚିତ୍ର English

Luke 10:13 ଚିତ୍ର

ହାୟ କୋରାଜିନ୍! ହାୟ ବେଥ୍ସାଇଦା! ତୁମ୍ଭମାନଙ୍କ ମଧିଅରେ ମୁଁ ଅନକେ ଆଶ୍ଚର୍ୟ୍ଯକର୍ମ ଦଖାଇେଛି। ଯଦି ଏଗୁଡିକ ସୋର ସୀଦୋନ ରେ ଲୋକମାନଙ୍କୁ କରା ଯାଇଥାଆନ୍ତା, ତବେେ କବେଠାରୁେ ସମାନେେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ପାପ କରିବା ଛାଡି ଦଇେଥାଆନ୍ତେ। ସମାନେେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦଖାଇବୋ ପାଇଁ ତାର ପ୍ରତୀକ ସ୍ବରୁପ ଅଖା ରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ମୁଣ୍ଡ ରେ ପାଉଁଶ ବୋଳି ହାଇେଥାଆନ୍ତେ।
Click consecutive words to select a phrase. Click again to deselect.
Luke 10:13

ହାୟ କୋରାଜିନ୍! ହାୟ ବେଥ୍ସାଇଦା! ତୁମ୍ଭମାନଙ୍କ ମଧିଅରେ ମୁଁ ଅନକେ ଆଶ୍ଚର୍ୟ୍ଯକର୍ମ ଦଖାଇେଛି। ଯଦି ଏଗୁଡିକ ସୋର ଓ ସୀଦୋନ ରେ ଲୋକମାନଙ୍କୁ କରା ଯାଇଥାଆନ୍ତା, ତବେେ କବେଠାରୁେ ସମାନେେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡି ଦଇେଥାଆନ୍ତେ। ସମାନେେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦଖାଇବୋ ପାଇଁ ତାର ପ୍ରତୀକ ସ୍ବରୁପ ଅଖା ରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡ ରେ ପାଉଁଶ ବୋଳି ହାଇେଥାଆନ୍ତେ।

Luke 10:13 Picture in Oriya