ଓଡ଼ିଆ ଓଡ଼ିଆ ବାଇବେଲ Luke Luke 20 Luke 20:19 Luke 20:19 ଚିତ୍ର English

Luke 20:19 ଚିତ୍ର

ଧର୍ମଶାସ୍ତ୍ରୀ ମୁଖ୍ଯ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସମାନେେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସମାନଙ୍କେ ଉଦ୍ଦେଶ୍ଯ ରେ କୁହାୟାଇଛି। ତେଣୁ ସମାନେେ ଯୀଶୁଙ୍କୁ ଠିକ୍ ସତେିକି ବେଳେ ବନ୍ଦୀ କରିବାକୁ ଚାହିଁଲେ। କିନ୍ତୁ ଲୋକମାନେ କାଳେ କ'ଣ କିଛି କରିପକାଇବେ, ସେଥିପାଇଁ ସମାନେେ ଡରୁଥିଲେ।
Click consecutive words to select a phrase. Click again to deselect.
Luke 20:19

ଧର୍ମଶାସ୍ତ୍ରୀ ଓ ମୁଖ୍ଯ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସମାନେେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସମାନଙ୍କେ ଉଦ୍ଦେଶ୍ଯ ରେ କୁହାୟାଇଛି। ତେଣୁ ସମାନେେ ଯୀଶୁଙ୍କୁ ଠିକ୍ ସତେିକି ବେଳେ ବନ୍ଦୀ କରିବାକୁ ଚାହିଁଲେ। କିନ୍ତୁ ଲୋକମାନେ କାଳେ କ'ଣ କିଛି କରିପକାଇବେ, ସେଥିପାଇଁ ସମାନେେ ଡରୁଥିଲେ।

Luke 20:19 Picture in Oriya