ଓଡ଼ିଆ ଓଡ଼ିଆ ବାଇବେଲ Malachi Malachi 2 Malachi 2:14 Malachi 2:14 ଚିତ୍ର English

Malachi 2:14 ଚିତ୍ର

ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।
Click consecutive words to select a phrase. Click again to deselect.
Malachi 2:14

ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

Malachi 2:14 Picture in Oriya