ଓଡ଼ିଆ ଓଡ଼ିଆ ବାଇବେଲ Matthew Matthew 21 Matthew 21:23 Matthew 21:23 ଚିତ୍ର English

Matthew 21:23 ଚିତ୍ର

ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଅଧିକାର କିଏ ଦଲୋ?
Click consecutive words to select a phrase. Click again to deselect.
Matthew 21:23

ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

Matthew 21:23 Picture in Oriya