ଓଡ଼ିଆ ଓଡ଼ିଆ ବାଇବେଲ Matthew Matthew 23 Matthew 23:23 Matthew 23:23 ଚିତ୍ର English

Matthew 23:23 ଚିତ୍ର

ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।
Click consecutive words to select a phrase. Click again to deselect.
Matthew 23:23

ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।

Matthew 23:23 Picture in Oriya